ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ଅକ୍ଟୋବରରୁ ରାସନ କାର୍ଡରେ ମିଳିବ ଗହମ, ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର,୨୭/୦୯: ଏଣିକି ରାସନ କାର୍ଡରେ ମିଳିବ ଗହମ । ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ । ଏହି ସୁବିଧା ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କ ପାଇଁ ଉପଲବ୍ଧ ହେବ । ଏନେଇ ରାଜ୍ୟମାନଙ୍କୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ ପକ୍ଷରୁ ଚିଠି ଦିଆଯାଇଛି ।

ସୂଚନା ମୁତାବକ, କୋଭିଡ ପୂର୍ବରୁ ରାସନକାର୍ଡରେ ଚାଉଳ ସହ ଗହମ ଦିଆଯାଉଥିଲା । କିନ୍ତୁ କୋଭିଡ ପରଠାରୁ ଗହମ ଦେବା ବନ୍ଦ କରାଯାଇଥିବା ବେଳେ ତାହା ପରିବର୍ତ୍ତେ ଚାଉଳ ମିଳୁଥିଲା । ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ ପକ୍ଷରୁ ଚିଠି ଦିଆଯିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏଣିକି ଆସନ୍ତା ମାସ ଅର୍ଥାତ ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମଧ୍ୟ ମିଳିବ । ଘରର ପ୍ରତ୍ୟେକ ସଦସ୍ୟ ପିଛା ଏହି ସୁବିଧା ଉପଲବ୍ଧ ହେବ । ଏନେଇ ବିଧାନସଭାରେ ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଥିଲେ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.