ପ୍ରମୂଖ ଖବର
  • ୧୦ରେ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି, ମଙ୍ଗଳବାର ଅପରାହ୍ନ ୨ ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବରଗଡ଼ : ଦେବରାଜ ହତ୍ୟା ଘଟଣାର ପର୍ଦାଫାଶ, ୨ ଗିରଫ; ପୁଲିସର ସିନ୍ ରିକ୍ରିଏସନ
  • ||
  • ରଥ ଯାତ୍ରାରେ ଶ୍ରୀକ୍ଷେତ୍ରକୁ ଚାଲିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
  • ||
  • ମାଲକାନଗିରି: ଛତିଶଗଡ଼ ସୁକୁମା କୋଣ୍ଟାରେ IED ବିସ୍ଫୋରଣ, ASP ଆକାଶ ରାଓ ଶହୀଦ
  • ||
  • ପୁରୀ: ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
  • ||
  • ମୁମ୍ବାଇରେ ଚଳନ୍ତା ଲୋକାଲ୍ ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୫ ଜୀବନ, ଅନେକ ଗୁରୁତର
  • ||
  • ସୁନ୍ଦରଗଡ଼ : ଶାଗ ତୋଳିବା ହେଲା କାଳ, ଗଛରୁ ପଡ଼ି ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ଼ : ଭାଇର ଲୁହା ଛଡ଼ ମାଡ଼ରେ ଭଉଣୀ ମୃତ, ଭାଉଜକୁ ବଞ୍ଚାଇବାକୁ ଯାଇ ଜୀବନ ଗଲା
  • ||
  • ୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ମେଘାଳୟରୁ ନିଖୋଜ ଇନ୍ଦୋର ଦମ୍ପତି ମାମଲାରେ ଟ୍ୱିଷ୍ଟ, ପତ୍ନୀ ସୋନମ ୟୁପିରୁ ଗିରଫ
  • ||
  • ଢେଙ୍କାନାଳ : ବାଲି ମାଫିଆଙ୍କ ଉତ୍ପାତ : ରାତି ଅଧରେ କାର୍‌ ଉପରକୁ ବୋମା ମାଡ଼
  • ||
  • ଆମେରିକାର ଟେନେସିରେ ୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣା, ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ
  • ||
  • କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ
  • ||
  • ମହାକାଶରେ ପୁଣି ଉଡ଼ିବ ତ୍ରିରଙ୍ଗା; ମିଶନ୍ ଆକ୍ସିଓମ୍ -୪କୁ ସଫଳ କରିବେ ଶୁଭାଂଶୁ ଶୁକ୍ଳା
  • ||
  • ଭୁବନେଶ୍ଵର ଆସିଲେ ଆଉ ହଇରାଣ ହେବେନି, ପ୍ରତି ଜିଲ୍ଲା ପାଇଁ ବିଭିନ୍ନ ସ୍ଥାନରେ ଗେଷ୍ଟ ହାଉସ୍ ନିର୍ମାଣ କରିବେ ସରକାର
  • ||
  • କେନ୍ଦ୍ରାପଡ଼ା ଯିବେ ମୁଖ୍ୟମନ୍ତ୍ରୀ, ମାଉସୀ ମା' ମନ୍ଦିର ଠାରୁ ଶ୍ରୀବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ କରିବେ ତ୍ରିରଙ୍ଗା ଶୋଭାଯାତ୍ରା
  • ||
  • ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଦ୍ଵିତୀୟ ରଥଯାତ୍ରା ସମନ୍ଵୟ ବୈଠକ, ଆକ୍ସନ୍ ପ୍ଲାନ୍ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ
  • ||
  • ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା, ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍, ୬ ଆହତ
  • ||
  • ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୪ ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

WTC ଫାଇନାଲ ମ୍ୟାଚ୍‌ ଡ୍ର କିମ୍ବା ରଦ୍ଦ ହେଲେ କିଏ ହେବ ଚାମ୍ପିୟନ? ଜାଣନ୍ତୁ ପୂରା ସମୀକରଣ

Published By : Soubhagya Ranjan | June 9, 2025 9:38 PM

ନୂଆଦିଲ୍ଲୀ,୦୯/୦୬: ଗତ ଥର ଭାରତୀୟ ଦଳକୁ ପରାସ୍ତ କରି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଟ୍ରଫି ଜିତିଥିବା ଅଷ୍ଟ୍ରେଲିଆ ଦଳ ଏଥର ନିଜର ଟାଇଟଲ ରକ୍ଷା କରିବା ପାଇଁ ଲର୍ଡସ କ୍ରିକେଟ୍ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକା ସହିତ ମୁକାବିଲା କରିବ। ଦକ୍ଷିଣ ଆଫ୍ରିକା ଦଳ ପ୍ରଥମ ଥର ପାଇଁ ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍‌ ଫାଇନାଲରେ ପହଞ୍ଚିଛି। ଦୁଇଥର ଫାଇନାଲ ଖେଳିଥିବା ଟିମ୍ ଇଣ୍ଡିଆକୁ ଏଥର ତୃତୀୟ ସ୍ଥାନ ପାଇଁ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଜୁନ୍ ୧୧ରୁ ଅନୁଷ୍ଠିତ ହେବାକୁ ଥିବା ଏହି ଫାଇନାଲ ମ୍ୟାଚ୍‌ରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରି ପରିସ୍ଥିତିରେ ଜାଣିବାର କରିବାର କଥା ହେଉଛି, ଯଦି ଏହି ଫାଇନାଲ ମ୍ୟାଚ୍ ଡ୍ର ହୁଏ କିମ୍ବା ବାତିଲ ହୁଏ, ତେବେ କେଉଁ ଦଳ ଟ୍ରଫି କବଜା କରିବ?

କିଏ ହେବ ବିଜେତା?

ଯଦି ବର୍ଷା କିମ୍ବା ଅନ୍ୟ କୌଣସି କାରଣରୁ ଏହି ଟାଇଟଲ୍ ମ୍ୟାଚ୍ ବାତିଲ ହୁଏ କିମ୍ବା ଦୁଇ ଦଳ ମଧ୍ୟରେ ମ୍ୟାଚ୍ ଡ୍ର ହୁଏ, ତେବେ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକାକୁ ମିଳିତ ବିଜେତା ଘୋଷିତ କରାଯିବ। ତଥାପି, ଆଇସିସି ଡବ୍ଳୂଟିସି ର ଫାଇନାଲ୍ ପାଇଁ ୧୬ ଜୁନ୍‌କୁ ଅତିରିକ୍ତ ଦିନ ଭାବେ ମଧ୍ୟ ରଖିଛି। ଅର୍ଥାତ୍, ଯଦି ବର୍ଷା ଯୋଗୁଁ ମ୍ୟାଚ୍ ବନ୍ଦ ହୁଏ, ତେବେ ଏହାକୁ ଗୋଟିଏ ଦିନ ପାଇଁ ବଢ଼ାଯାଇପାରିବ। ଏପରି ପରିସ୍ଥିତିରେ, ମ୍ୟାଚ୍ ର ଫଳାଫଳ ଆସିବାର ସମ୍ଭାବନା ବହୁତ ବଢ଼ିଯିବ।

ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ୨୦୨୫ ର ଫାଇନାଲ୍ ୧୧ ରୁ ୧୫ ଜୁନ୍ ପର୍ଯ୍ୟନ୍ତ ଲର୍ଡସ୍ ଗ୍ରାଉଣ୍ଡରେ ଖେଳାଯିବ। ଏହାରି ଭିତରେ ବର୍ଷା ହେବାର ସମ୍ଭାବନା ଅଛି। ଲର୍ଡସ୍ ରେ ପ୍ରଥମ ଏବଂ ଶେଷ ଦିନରେ ବର୍ଷା ହେବାର ସମ୍ଭାବନା ଅଛି। ଏହା ବ୍ୟତୀତ, ଏହା ମଧ୍ୟ କୁହାଯାଉଛି ଯେ ପାଞ୍ଚ ଦିନ ମଧ୍ୟରେ ବର୍ଷା ହୋଇପାରେ। ଏଥି ଯୋଗୁଁ ମ୍ୟାଚ୍ ବାଧାପ୍ରାପ୍ତ ହୋଇପାରେ।

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.