ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବ୍ରହ୍ମଗିରିରେ ଦାଦା ନା ଝିଆରୀ ? କାହାକୁ ପ୍ରାର୍ଥୀ କରିବ ବିଜେପି

ପୁରୀ, ୨୯/୦୩ : ବ୍ରହ୍ମଗିରିରେ ୨୦୧୯ ନିର୍ବାଚନରେ ବିଜେଡି ପ୍ରାର୍ଥୀ ତଥା ବରିଷ୍ଠ ନେତା ସଞ୍ଜୟ କୁମାର ଦାସବର୍ମାଙ୍କୁ ପରାଜିତ କରିଥିଲେ ବିଜେପିର ଲଳିତେନ୍ଦୁ। ଲଳିତେନ୍ଦୁ ହେଲେ ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ଭାଇ। ବିଜେଡି ଏଥର ଉମାକାନ୍ତ ସାମନ୍ତରାୟଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି । ବିଜେପି ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହାକୁ ନେଇ ଲୁଲୁଙ୍କ ପରିବାର ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଛି । 

ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କୁ ଦଳ ପୁଣି ଥରେ ପ୍ରାର୍ଥୀ କରିବ ନା ତାଙ୍କ ଝିଆରୀ ତଥା (ଲୁଲୁ)ଙ୍କ ଏକମାତ୍ର କନ୍ୟା ଉପାସନା ମହାପାତ୍ର ମଇଦାନକୁ ଓହ୍ଲାଇବେ ତାହାକୁ ନେଇ ଟଣାଓଟରା ଲାଗିଛି । ବିଜେପିର ଗୋଟିଏ ଗୋଷ୍ଠୀ ଲଳିତେନ୍ଦୁଙ୍କ ପାଇଁ ଲବି କରୁଥିବା ବେଳେ ଅନ୍ୟ ଏକ ଗୋଷ୍ଠୀ ଝିଆରୀ ଉପାସନାଙ୍କୁ ପ୍ରାର୍ଥୀ କରାଯିବାକୁ ଦାବି କରୁଛନ୍ତି । ଦଳ କାହାକୁ ପ୍ରାର୍ଥୀ କରୁଛି ତାହା ଉପରେ ସମସ୍ତଙ୍କ ନଜର ।


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.