ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ବ୍ରହ୍ମଗିରିରେ ଦାଦା ନା ଝିଆରୀ ? କାହାକୁ ପ୍ରାର୍ଥୀ କରିବ ବିଜେପି

ପୁରୀ, ୨୯/୦୩ : ବ୍ରହ୍ମଗିରିରେ ୨୦୧୯ ନିର୍ବାଚନରେ ବିଜେଡି ପ୍ରାର୍ଥୀ ତଥା ବରିଷ୍ଠ ନେତା ସଞ୍ଜୟ କୁମାର ଦାସବର୍ମାଙ୍କୁ ପରାଜିତ କରିଥିଲେ ବିଜେପିର ଲଳିତେନ୍ଦୁ। ଲଳିତେନ୍ଦୁ ହେଲେ ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ଭାଇ। ବିଜେଡି ଏଥର ଉମାକାନ୍ତ ସାମନ୍ତରାୟଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି । ବିଜେପି ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହାକୁ ନେଇ ଲୁଲୁଙ୍କ ପରିବାର ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଛି । 

ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କୁ ଦଳ ପୁଣି ଥରେ ପ୍ରାର୍ଥୀ କରିବ ନା ତାଙ୍କ ଝିଆରୀ ତଥା (ଲୁଲୁ)ଙ୍କ ଏକମାତ୍ର କନ୍ୟା ଉପାସନା ମହାପାତ୍ର ମଇଦାନକୁ ଓହ୍ଲାଇବେ ତାହାକୁ ନେଇ ଟଣାଓଟରା ଲାଗିଛି । ବିଜେପିର ଗୋଟିଏ ଗୋଷ୍ଠୀ ଲଳିତେନ୍ଦୁଙ୍କ ପାଇଁ ଲବି କରୁଥିବା ବେଳେ ଅନ୍ୟ ଏକ ଗୋଷ୍ଠୀ ଝିଆରୀ ଉପାସନାଙ୍କୁ ପ୍ରାର୍ଥୀ କରାଯିବାକୁ ଦାବି କରୁଛନ୍ତି । ଦଳ କାହାକୁ ପ୍ରାର୍ଥୀ କରୁଛି ତାହା ଉପରେ ସମସ୍ତଙ୍କ ନଜର ।


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.