PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଲୋକସଭାରେ ପଚାରିଲେ ଓଓ୍ବେସୀ,କାହିଁକି କରାଯାଉନି ଭିଡ଼ ହିଂସା ବିରୋଧରେ ଆଇନ?

ନୂଆଦିଲ୍ଲୀ,୧୯।୭: ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତେହାଦୁଲ ମୁସଲିମିନ(ଏଆଇଏମଆଇଏମ)ର ଅଧ୍ୟକ୍ଷ ଅସଦୁଦ୍ଦିନ ଓଓ୍ବେସୀ ଆଜି ଲୋକସଭାରେ ଭିଡ ହିଂସା(ମବ ଲିଂଚିଙ୍ଗ) ଉପରେ ପ୍ରଶ୍ନ ଉଠାଇଛନ୍ତି। ଓ୍ବଓ୍ବେସୀ କହିଛନ୍ତି ସୁପ୍ରିମକୋର୍ଟଙ୍କ ଦ୍ବାରା ଆଇନ ହେବ ବୋଲି କହିବା ପରେ ମଧ୍ୟ ସରକାର ଭିଡ ହିଂସା ଉପରେ ଆଇନ ତିଆରି କରିପାରିଲେ ନାହିଁ। ହାଇଦ୍ରାବାଦରୁ ସାଂସଦ ଥିବା ଓଓ୍ବେସୀ କହିଛନ୍ତି, ମୁଁ ଗୃହମନ୍ତ୍ରୀଙ୍କୁ ପଚାରିବାକୁ ଚାହେଁ, ଭିଡ ହିଂସା ଉପରେ ଆଇନ କାହିଁକି ତିଆରି କରାଯାଉ ନାହିଁ?