PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ମହଙ୍ଗା ହେଲା ଅମୁଲ ଓ ମଦର ଡାଏରୀ କ୍ଷୀର ଦାମ୍, ଲିଟର ପ୍ରତି ବଢିଲା ୨ ଟଙ୍କା
  • ||
  • ଜମ୍ମୁ-କାଶ୍ମୀରରେ ୩୯ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ନଦୀରେ ଖସିଲା, ୭ ମୃତ
  • ||
  • ସୁନ୍ଦରଗଡ଼ : ଲଗାଣ ବର୍ଷାରେ ବେହାଲ ହେମଗିର ବ୍ଲକ, ଭାଙ୍ଗିଗଲା ୧୨ ଘର
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ଵର : ରାଜ୍ୟରେ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ସରକାର, ୭ଦିନ ଯାଏଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
  • ||
  • ଭୁବନେଶ୍ଵର : ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବେ ଜିଲ୍ଲାପାଳ- ଏସଆରସି
  • ||
  • ନୟାଗଡ଼ : ନୟାଗଡ଼ର ୩୦ଟି ବିଦ୍ୟାଳୟକୁ ଛୁଟି ଘୋଷଣା
  • ||
  • କଟକ : ମୁଣ୍ଡଳୀ ନିକଟରେ ବିପଦ ସଙ୍କେତ ଟପିଲା ମହାନଦୀର ଜଳସ୍ତର
  • ||
  • ଭଦ୍ରକ : ବୈତରଣୀରେ ବନ୍ୟା, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୩୫ରୁ ଉର୍ଦ୍ଧ୍ଵ ଗାଁ ଜଳବନ୍ଦୀ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୨୫୫ ପଜିଟିଭ୍ ଚିହ୍ନଟ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ ବିଭତ୍ସ ହତ୍ୟା, ମାଆ ସମ୍ମୁଖରେ ପୁଅକୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
  • ||

ଜମିରେ ତଳି ପକାଇବାକୁ ଦମ୍ପତି ଯାଇଥିଲେ : ବଜ୍ରପାତରେ  ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

 ନବରଙ୍ଗପୁର,୨୨।୬ ନବରଙ୍ଗପୁର ଜିଲ୍ଳା ନନ୍ଦାହାଣ୍ଡି ବ୍ଳକ ଜଗନାଥପୁର ପଞ୍ଚାୟତ ଅନ୍ତର୍ଗତ ଗୌଡ଼କଷ୍ଟିଗୁଡା ଗ୍ରାମର ବଜ୍ରପାତରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ  ସ୍ୱାମୀ ଗୁରୁତର ହୋଇଛି। ମୃତକ ଜଣକ ହେଲେ ଗୌଡ଼କଷ୍ଟିଗୁଡା ଗ୍ରାମର ଦୁତିକା ନାୟକ।

ନନ୍ଦାହାଣ୍ଡି ବ୍ଳକ ଜଗନାଥପୁର ପଞ୍ଚାୟତ ଅନ୍ତର୍ଗତ ଗୌଡ଼କଷ୍ଟିଗୁଡା ଗ୍ରାମର ଚନ୍ଦ୍ର ନାୟକ ଓ ତାଙ୍କ ସ୍ତ୍ରୀ ଦୁତିକା ନାୟକ  ନିଜ ଜମିରେ ତଳି ପକାଇବାକୁ ଯାଇଥିଲେ। ଏହି ସମୟରେ ବଜ୍ରପାତ ହୋଇଥିଲା। ଏଥିରେ  ସ୍ତ୍ରୀ ଦୁତିକା ନାୟକଙ୍କ ଘଟଣାସ୍ଥଳରେ  ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ହୋଇ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ।  ତେନ୍ତୁଳିଖୁଣ୍ଟି ଡାକ୍ତର ତାଙ୍କୁ ନବରଙ୍ଗପୁର  ସ୍ଥାନାନ୍ତରଣ କରିଥିଲେ।  ୧୦୮ ଆମ୍ବୁଲାନ୍ସ ନ ମିଳିବାରୁ  ଅଟୋ ଯୋଗେ ନବରଙ୍ଗପୁର ମେଡ଼ିକାଲ ନିଆଯାଇଛି l