ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ, ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

Published By : Rasmita Pradhan | November 26, 2024 11:10 AM

ଭୁବନେଶ୍ଵର, ୨୬/୧୧ : ଆରମ୍ଭ ହେଲା ସପ୍ତାଦଶ ବିଧାନସଭାର ଶୀତକାଳୀନ ଅଧିବେଶନ। ଜାତୀୟ ସଙ୍ଗୀତ ଗାନରୁ ଅଧିବେଶନ ଆରମ୍ଭ କରାଯାଇଛି। ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦିବଙ୍ଗତ ନେତାମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ସମୀର ଦେ, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ, ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ, ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡା ଏବଂ ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକଦଳ ନେତା ରାମଚନ୍ଦ୍ର କାଡାମ ସମର୍ଥନ ଜଣାଇଛନ୍ତି। ସନ୍ଧ୍ୟାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍‌ ଆଗତ ହେବ। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଏହାକୁ ଉପସ୍ଥାପନ କରିବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.