ପ୍ରମୂଖ ଖବର
  • କାମାକ୍ଷାନଗର : ଟାଙ୍ଗିଆରେ ସ୍ତ୍ରୀକୁ ହାଣି ଦେଲା ପାଗଳ ସ୍ୱାମୀ, କାରଣ ଅସ୍ପଷ୍ଟ
  • ||
  • ସୁନ୍ଦରଗଡ଼ : ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କଟକ: ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍ ଦର ନିୟନ୍ତ୍ରଣ ପାଇଁ ବେପାରିଙ୍କୁ ତାଗିଦ୍
  • ||
  • ପାଟଣାରେ ପୁଣି ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଥରି ଉଠିଲା ଘରଦ୍ଵାର
  • ||
  • ମାଲକାନଗିିରି: ଲାଲବାହିନୀର ବର୍ବରକାଣ୍ଡ, ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ
  • ||
  • କଟକ: ମହାନଦୀକୁ ଡେଇଁ ଆତ୍ମହତ୍ୟା, ମୃତଦେହ ଜବତ କରିବ ପରିଚୟ ଖୋଜୁଛି ପୋଲିସ
  • ||
  • ନଭେମ୍ବରରେ ୧.୮୨ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ
  • ||
  • ପାଟଣା : ଶୋଇବା ଘରୁ ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗୋରୁ ବୋଝେଇ ଗାଡ଼ିକୁ ଗୋଡେଇ ଗୋଡେଇ ଧରିଲା ପୋଲିସ, ଡ୍ରାଇଭର ଫେରାର
  • ||
  • ବୈପାରିଗୁଡା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୫ ଗିରଫ
  • ||
  • ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ ଅଭିଯୋଗ, ଆଜି ଆଣ୍ଟି ରାଗିଂ ସେଲ୍‌ର ବୈଠକ
  • ||
  • ଆନନ୍ଦପୁର : ଖଣି ବିଭାଗ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ଉପରେ ଆକ୍ରମଣ, ୪ ଆହତ
  • ||
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ ଯାଏ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ, ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୨୬/୧୧ : ଆରମ୍ଭ ହେଲା ସପ୍ତାଦଶ ବିଧାନସଭାର ଶୀତକାଳୀନ ଅଧିବେଶନ। ଜାତୀୟ ସଙ୍ଗୀତ ଗାନରୁ ଅଧିବେଶନ ଆରମ୍ଭ କରାଯାଇଛି। ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦିବଙ୍ଗତ ନେତାମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ସମୀର ଦେ, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ, ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ, ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡା ଏବଂ ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକଦଳ ନେତା ରାମଚନ୍ଦ୍ର କାଡାମ ସମର୍ଥନ ଜଣାଇଛନ୍ତି। ସନ୍ଧ୍ୟାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍‌ ଆଗତ ହେବ। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଏହାକୁ ଉପସ୍ଥାପନ କରିବେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.