ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ପୂର୍ବ ଶତ୍ରୁତାରୁ ଛୁରା ମାଡ଼, ମହିଳା ମୃତ

କଟକ, ୪।୩ : କଟକ ନେହେରୁ ପଲ୍ଲୀ ଦେବେନ୍ଦ୍ର ନଗର ଅଞ୍ଚଳରେ ପୂର୍ବ ଶତ୍ରୁତାରୁ ଜଣେ ମହିଳାଙ୍କ ଛୁରା ମାଡ଼ରେ ମୃତ୍ୟୁ ଘଟିଛି।  ମୃତ ମହିଳା ଜଣଙ୍କ ହେଲେ ଭାରତୀ ସାହୁ (୫୦)।

କଟକ ନେହେରୁ ପଲ୍ଲୀ ଦେବେନ୍ଦ୍ର ନଗର ଅଞ୍ଚଳରେ ପୂର୍ବ ଶତ୍ରୁତାକୁ ନେଇ ଜଣେ ଯୁବକ ଭାରତୀଙ୍କୁ ଛୁରା ମାଡ଼ କରିଥିଲା। ଏଥିରେ ମହିଳା ଜଣକ ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି।  ମୁନା ନାମକ ବ୍ୟକ୍ତି ଏହି ହତ୍ୟା କାଣ୍ଡ କରିଥିବା ପରିବାର ଲୋକଙ୍କ ପକ୍ଷରୁ  ଅଭିଯୋଗ ହୋଇଛି।  ମୁନା ନାମରେ ପୂର୍ବରୁ ଅପରାଧିକ ମାମଲା ରହିଛି। ଏହି ଘଟଣାରେ ସି ଆର୍ ଆର୍ ଆଇ ଥାନା ପୋଲିସ ତଦନ୍ତ  କରୁଛ।

ଆହୁରି ପଢନ୍ତୁ : ସାଇକେଲକୁ ଧକ୍କା ଦେବା ପରେ ଗଛରେ ପିଟି ହେଲା କାର, ୨ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.