ପ୍ରମୂଖ ଖବର
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଡ୍ୟାମ ନିକଟ ନାଳରୁ ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର

ଖପ୍ରାଖୋଲ,୨।୯  ନିଖୋଜ ଥିବା ମହିଳାଙ୍କ ମୃତଦେହ ଡ୍ୟାମ ନିକଟ ନାଳରୁ ଉଦ୍ଧାର ହୋଇଛି। ମହିଳା ଜଣକ ହେଲେ ଖପ୍ରାଖୋଲ ଥାନା ଅନ୍ତର୍ଗତ ମହୁରୁଣ୍ଡି ଗ୍ରାମର  ଆଳ୍ଲାଦିନି ସାହାଣୀ ।

ଖପ୍ରାଖୋଲ ଥାନା ଅନ୍ତର୍ଗତ ମହୁରୁଣ୍ଡି ଗ୍ରାମର  ଆଳ୍ଲାଦିନି ସାହାଣୀ (୩୫) ନିଖୋଜ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଶନିବାର ଦିନ ମହୁରୁଣ୍ଡି ଡ୍ୟାମ ନିକଟ ଏକ ନାଳରେ ଅନିରୁଦ୍ଧ ସାହାଣୀଙ୍କ ସ୍ତ୍ରୀ ଆଲ୍ଲାଦିନି ସାହାଣୀଙ୍କ ମୃତଦେହ ପଡ଼ିଥିବା ଗ୍ରାମର କିଛି ବ୍ୟକ୍ତି ଦେଖିବାକୁ ପାଇ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମାଜିଷ୍ଟେ୍ରଟଙ୍କ ଉପସ୍ଥିତିରେ ମୃତଦେହକୁ  ଜବତ କରି ବ୍ୟବଛେଦ ପାଇଁ ପଠାଇଛି।  ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.