ପ୍ରମୂଖ ଖବର
  • କଟକ : ଟ୍ରକ୍‌ ଧକ୍କାରେ ବାପ ପୁଅଙ୍କ ମୃତ୍ୟୁ, ଡ୍ରାଇଭର ଫେରାର
  • ||
  • ଫୁଲବାଣୀ : ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • କୋରାପୁଟ ଜିଲ୍ଲାପାଳଙ୍କ ଅଚାନକ କୋଟିଆ ଗସ୍ତ, ଏସ୍ ଏସ୍‌ ଡି ହାଇସ୍କୁଲ ପିଲାଙ୍କ ସହ କରିଲେ ଆଲୋଚନା
  • ||
  • ଗଞ୍ଜାମ : ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା
  • ||
  • କଟକ : ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ନୟାଗଡ଼ : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଫୋପାଡ଼ିଲା ବୋମା, ଜଣେ ଆହତ
  • ||
  • ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ
  • ||
  • ଭୌମ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି ବନ୍ଦ,୩ ମାସରେ କାମ ସାରିବ ଏଏସ୍‌ଆଇ
  • ||
  • ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାହାର ହେବ ଦିଲ୍ଲୀ ? ଆପ୍ ମାରିବ ହ୍ୟାଟ୍ରିକ ନା ବାଜିମାରି ନେବ ବିଜେପି, ଆଜି ରେଜଲ୍ଟ
  • ||

ପାହାଡ ପାଖରେ ପଡ଼ିଛି ମହିଳାଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

Published By : Prameya | January 16, 2025 11:00 PM

ଆସ୍କା,୧୬/୧ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗାଙ୍ଗନାପୁରୁ ଗ୍ରାମର ଶ୍ମଶାନ ନିକଟସ୍ଥ ପାହାଡ ପାଖରେ ପଡ଼ି ରହିଛି ଜଣେ ମହିଳାଙ୍କ ମୃତଦେହ l ମୃତକ ମହିଳା ଜଣଙ୍କ ବଡଗଡ ଥାନା ଏକଲପୁର ଗ୍ରାମର ୨୨ବର୍ଷୀୟ ଅନିତା ନାହାକ l ସେ ଗଲା ତିନି ବର୍ଷ ତଳେ ଗାଗଂନାପୁର ଗ୍ରାମର ଶଲ୍ୟ ନାହାକକୁ ପ୍ରେମ ବିବାହ କରିଥିଲେ । 

ତେବେ ଆଜି ମହିଳାଙ୍କ ମୃତ୍ଯୁ ହୋଇଥିବା ଜଣାପଡିଥିବାବେଳେ ମୃତକଙ୍କ ଶରୀରରେ ବିଭିନ୍ନ ସ୍ଥାନ କ୍ଷତ ଚିହ୍ନ ରହିଛି । ତେବେ ମୃତ୍ଯୁର ଅସଲ କାରଣ ଅସ୍ଵଷ୍ଟ ଥିବାବେଳେ ପରିବାର ଲୋକେ ଝିଅକୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ମୃତକଙ୍କ ପରିବାରବର୍ଗ ଅଭିଯୋଗ ଆଣିଛନ୍ତି  । ସ୍ବାମୀକୁ ପୋଲିସ ଅଟକ ରଖି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.