ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

କେନାଲ ହୁଡାରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Suraj Kumar | March 12, 2025 10:51 PM

ମାଲକାନଗିରି/କୋରକୁଣ୍ଡା, ୧୨/୩(ଆପ୍ର ମାଲକାନଗିରି ଜିଲ୍ଲା  ଓର୍କେଲ ଥାନା ଅନ୍ତର୍ଗତ ପିଲାକୁସୁମି ଗ୍ରାମର ଜନୈକ ଯୁବତୀଙ୍କ ଶବ ଏକ ପୋଖରୀ ନିକଟରୁ ଉଦ୍ଧାର ହୋଇଛି।  ଯୁବତୀ ଜଣକ ହେଲେ ପିଲାକୁସୁମୀ ଗ୍ରାମର ଡାଳିମା ପୂଜାରୀ। ତେବେ ଯୁବତୀଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକ କୁଡୁମୁଲୁଗୁମା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି |

 ପିଲାକୁସୁମୀ ଗ୍ରାମର ଘେନୁ ପୂଜାରୀଙ୍କ ଝିଅ ଡାଳିମା ପୂଜାରୀ(୨୫) ନିଜ ସାଙ୍ଗସାଥୀଙ୍କ ସହିତ ୧ବର୍ଷ ହେବ ଆନ୍ଧ୍ର ପ୍ରଦେଶର ଚିଙ୍ଗୁଡ଼ି କାରଖାନାକୁ କାମ କରିବାକୁ ଯାଇଥିଲେ। ଗତ କିଛିଦିନ ତଳେ ଡାଳିମା ଗାଁ କୁ ଫେରିଥିଲେ। ଗତ ସୋମବାର ଦିନ ଗ୍ରାମର ଏକ ପୋଖରୀ ନିକଟରେ ର ଜଣେ ଯୁବତୀଙ୍କ ଶବ ପଡ଼ିଥିବା  କିଛି ଲୋକ ଦେଖି ସରପଞ୍ଚ ଓ ଥାନାକୁ ଜଣାଇଥିଲେ। ମୃତ ଜଣଙ୍କ ତାଳିମା ପୂଜାରୀ ବୋଲି ଜଣାପଡିବା ପରେ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ପରିବାର ଲୋକ ପହଞ୍ଚି ଶବ ଚିହ୍ନଟ କରିଥିଲେ । ଡାଳିମାଙ୍କୁ ହତ୍ୟା କରି ପୋଖରୀରେ ଫୋପାଡ଼ି ଦିଆଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ କରି ଥାନା ରେ ଏତଲା ଦେଇଛନ୍ତି।  କୁଡୁମୁଲୁଗୁମା ଥାନା ପୁଲିସ ମୃତ ଶରୀର ଜବତ କରି ଶବ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଙ୍କୁ ହସ୍ତା ନ୍ତର କରି ଘଟଣା ସମ୍ପର୍କରେ ତଦନ୍ତ ଚଲାଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.