ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ସାପ କାମୁଡାରେ ବୃଦ୍ଧାଙ୍କ ମୃତ୍ୟୁ…

Published By : Ladu Kishor | May 30, 2025 9:45 PM

ଉମରକୋଟ ୩୦/୫ ସାପ କାମୁଡାରେ ଜଣେ ବୃଦ୍ଧା ମୃତ୍ୟୁ ବରଣ କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅଧୀନରେ। ମୃତ ବୃଦ୍ଧା ଜଣକ ହେଲେ ଉମରକୋଟ ବ୍ଲକ ଚିକଲ ପଦର ଗ୍ରାମର ଫୁଲମାଳା ମାଲାକାର(୭୩)। ମିଳିଥିବା ସୂଚନା ଅନୁସାରେ ଫୁଲମାଳା ଗତକାଲି ସଂଧ୍ୟା ସମୟରେ ଘରେ ରୋଷେଇ କରୁଥିଲେ। ଏହି ସମୟରେ ଏକ ବିଷାକ୍ତ ସାପ ଫୁଲମାଳାଙ୍କ ଡାହାଣ ହାତର ମଝି ଆଙ୍ଗୁଠିକୁ କାମୁଡି ଦେଇଥିଲା। ଫଳରେ ଫୁଲମାଳାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟରେ ଆଣି ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରାତ୍ର ୧୦.୩୦ ମିନିଟ ସମୟରେ ଡ଼ାକ୍ତର ଫୁଲମାଳାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପରିବାର ଲୋକଙ୍କ ପକ୍ଷରୁ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତି କରି ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.