ପ୍ରମୂଖ ଖବର
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଆସିକା ଚିନିକଳ ଛାତରୁ ପଡ଼ି ଜଣେ ଶ୍ରମିକ ମୃତ

Published By : Anindita Ratha | July 1, 2025 1:56 PM

ଆସିକା,୦୧/୦୭: ଆସିକା ଚିନିକଳ ଛାତରୁ ପଡ଼ି ଜଣେ ଶ୍ରମିକ ମୃତ। ମୃତକ ଜଣକ ହେଲେ ଯାଜପୁରର ସଲମନ ଖାଁ। ସୂଚନା ମୁତାବକ, ଯାଜପୁର ସ୍ଥିତ SBCC ନାମକ ଠିକା କମ୍ପାନୀର ଚିନି ଶିଳ୍ପରେ ସଲମନ ଶ୍ରମିକ ଭାବେ କାମ କରୁଥିଲେ। ପ୍ରତିଦିନ ଭଳି ଆଜି ବି ସେ ନିଜ ସହକର୍ମୀଙ୍କ ସହ କାମ କରୁଥିବା ବେଳେ ୨୦ ଫୁଟ ଉଚ୍ଚ ଏକ ଟିଣ  ଛାତରୁ ତଳକୁ ଖସି ପଡ଼ିଥିଲେ। ଏନେଇ ତାଙ୍କୁ ତୁରନ୍ତ ଗୁରୁତର ଅବସ୍ଥାରେ ଆସିକା ମେଡିକାଲକୁ ଅଣା ଯାଇଥିଲା। ହେଲେ  ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.