ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ସମ୍‌ ହସ୍ପିଟାଲ୍‌ ପକ୍ଷରୁ ବିଶ୍ୱ ଟୀକାକରଣ ସପ୍ତାହ ପାଳିତ

ଭୁବନେଶ୍ୱର, ୮/୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗ ପକ୍ଷରୁ ବିଶ୍ୱ ଟୀକାକରଣ ସପ୍ତାହ ପାଳନ ଅବସରରେ ଏକ ଦୁଇ ଦିନିଆ ଏଚ୍‌ପିଭି ଭାକ୍ସିନେସନ୍‌ ଅଭିଯାନ ଆୟୋଜିତ ହୋଇଯାଇଛି ।  ମଙ୍ଗଳବାର ଓ ବୁଧବାର ଦୁଇ ଦିନ ଧରି ଆୟୋଜିତ ଏହି ଅଭିଯାନ ପରିପ୍ରେକ୍ଷୀରେ ଏମ୍‌ବିବିଏସ୍‌ ଛାତ୍ର ଓ ଇନ୍‌ଟର୍ଣ୍ଣ ମାନଙ୍କୁ ଏଚ୍‌ପିଭି ଟୀକା ପ୍ରଦାନ କରାଯାଇଥିଲା ।

ଏହି ଟୀକାକରଣ ଅଭିଯାନରେ ସମ୍‌ ହସ୍ପିଟାଲ୍‌ର ମେଡିକାଲ୍‌ ସୁପରିଟେଣ୍ଡେଂଟ ପ୍ରଫେସର ଡାକ୍ତର ପୁଷ୍ପରାଜ ସାମନ୍ତସିଂହାର ଏବଂ ଶିଶୁରୋଗ ବିଭାଗର ମୁଖ୍ୟ ପ୍ରଫେସର ଡାକ୍ତର ମମତାଦେବୀ ମହାନ୍ତି ଯୋଗ ଦେଇ ଏଚ୍‌ପିଭି ଭାକ୍ସିନେସନ୍‌ ଡ୍ରାଇଭ ସମ୍ପର୍କରେ ବକ୍ତବ୍ୟ ରଖିଥିବା ବେଳେ ଏହି ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଇଥିଲେ ।  ଏହି ଅବସରରେ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କୁ ଏଚ୍‌ପିଭି ଟୀକା ପ୍ରଦାନ କରାଯାଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.