ପ୍ରମୂଖ ଖବର
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଆଖି ବୁଜିଲା ହାତୀ ଯଶୋଦା, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

Published By : Harapriya Sethi | November 4, 2024 9:46 AM

ବାରିପଦା, ୦୪/୧୧: ଶିମିଳିପାଳର କୁମକୀ ହାତୀ ‘ଯଶୋଦା’ ର ମୃତ୍ୟୁ । ଏନେଇ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ଡ଼ ପ୍ରକାଶ ଚନ୍ଦ୍ର ଗୋଗିନେନୀ ସୂଚନା ଦେଇଛନ୍ତି ।  ମୃତ୍ୟୁ ବେଳକୁ ଯଶୋଦାକୁ ୩୬ ବର୍ଷ ହୋଇଥିବା ଜଣାପଡ଼ିଛି ।  

ସୂଚନା ମୁତାବକ, ଶିମିଳିପାଳ ଜେନାବିଲରେ ଯଶୋଦା ହାତୀର ମୃତ୍ୟୁ ହୋଇଛି । ତେବେ ଅକ୍ଟୋବର ମାସ ୩୦ ତାରିଖରୁ ଯଶୋଦା ହାତୀର ମୃତ୍ୟୁ ହୋଇଥିବା ବେଳେ ଏ ଖବର ଆଜି ଗଣମାଧ୍ୟମକୁ ଦିଆ ଯାଇଛି । ମୃତ୍ୟୁବେଳକୁ ଯଶୋଦାକୁ ୩୬ ବର୍ଷ ହୋଇଥିଲା ବୋଲି ସୂଚନା ମିଳିଛି । ଚନ୍ଦକାରେ ଥିବା ବେଳେ ଯଶୋଦା ହାତୀ ଅସୁସ୍ଥ ହୋଇଥିଲା । ଶିମିଳିପାଳରେ ଯଶୋଦା ହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଯଶୋଦା ବାବଲୁର ପାଳିତ ମାଆ ଥିଲା l

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.