ପ୍ରମୂଖ ଖବର
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ଛତ୍ରପୁରରେ ଅନ୍ତର୍ଜାତିକ ଯୋଗ ଦିବସ ପାଳିତ; ଯୋଗ ଦେଲେ ମନ୍ତ୍ରୀ,ବିଧାୟକ

Published By : Anindita Ratha | June 21, 2025 10:26 AM

ଛତ୍ରପୁର,୨୧/୦୬:ସାରା ବିଶ୍ୱ ଆଜି ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି  ଅବସରରେ ଗଞ୍ଜାମ ଜିଲ୍ଲା  ଛତ୍ରପୁର ଷ୍ଟାଡିୟମଠାରେ ଅନ୍ତର୍ଜାତିକ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ଇସ୍ପାତଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ପ୍ରମୋଦ କୁମାର ପୃଷ୍ଟି, ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଏସ ମଧୁମିତା, ଉପଜିଲ୍ଲାପାଳ ଛତ୍ରପୁର ଶିବାଶିଷ ବରାଳ, ଛତ୍ରପୁର ବିଡ଼ିଓ ସମ୍ବିତ ସଂଗ୍ରାମଜିତ ସାହୁ ସମେତ ଅନ୍ୟମାନେ ଯୋଗ ଦେଇ ଯୋଗଭ୍ୟାସ କରିବା ସହ ଶପଥ ପାଠ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.