ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଲେ ସିପିଆଇଏମ୍‌ ପ୍ରାର୍ଥୀ ଯୋଗାନନ୍ଦ

ନୀଳଗିରି,୯/୫ : ବାଲେଶ୍ଵର ଜିଲ୍ଲା ନୀଳଗିରି ନିର୍ବାଚନ ମଣ୍ଡଳୀରେ ଆଜି ସିପିଆଇଏମ ଦଳ ତରଫରୁ ନାମାଙ୍କନ ଭରିଲେ ଯୋଗାନନ୍ଦ ଦାଶ। ଜଗନ୍ନାଥ ମନ୍ଦିର ଠାରୁ ସେ ଏକ ବିଶାଳ ପଟୁଆରରେ ବାହାରି ହଜାର ହଜାର ସମର୍ଥକଙ୍କ ସହ ସହର ପରିକ୍ରମା କରିଥିଲେ। ପରେ ନୀଳଗିରି ଉପଜିଲ୍ଲାପାଳଙ୍କ ଠାରେ ଯୋଗାନନ୍ଦ ଦାଶ ନାମାଙ୍କନ ଭରିଥିଲେ।

ତାଙ୍କ ସହ ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା, ସିପିଆଇଏମ୍‌ର ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ସନ୍ତୋଷ ଦାସ, ରାଜ୍ୟ କମିଟି ସଭ୍ୟ ନିର୍ମଳ ନାୟକ, ସୀତାଂସୁ ସେନାପତି, ଜିଲ୍ଲା ସମ୍ପାଦକ ଶିଶିର ହୁଇ, ଜିଲ୍ଲା ସମ୍ପାଦକ ମଣ୍ଡଳୀ ସଭ୍ୟ ବିଜୟ ପାତ୍ର, ଜ୍ୟୋତିର୍ମୟୀ ରାଉତ, ମହିଳା ନେତ୍ରୀ ତାପସି ପ୍ରହରାଜ, ଗଙ୍ଗାଧର ମହାନ୍ତି, ଭଗବାନ ମହାନ୍ତି, ପ୍ରାଣବନ୍ଧୁ ଦାସ, ସତ୍ୟଜିତ ଦାସ, ହେମେନ୍ଦ୍ର ସେଠି ପ୍ରମୁଖ ଉପସ୍ଥିତ ଥିଲେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.