ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଲେ ସିପିଆଇଏମ୍‌ ପ୍ରାର୍ଥୀ ଯୋଗାନନ୍ଦ

ନୀଳଗିରି,୯/୫ : ବାଲେଶ୍ଵର ଜିଲ୍ଲା ନୀଳଗିରି ନିର୍ବାଚନ ମଣ୍ଡଳୀରେ ଆଜି ସିପିଆଇଏମ ଦଳ ତରଫରୁ ନାମାଙ୍କନ ଭରିଲେ ଯୋଗାନନ୍ଦ ଦାଶ। ଜଗନ୍ନାଥ ମନ୍ଦିର ଠାରୁ ସେ ଏକ ବିଶାଳ ପଟୁଆରରେ ବାହାରି ହଜାର ହଜାର ସମର୍ଥକଙ୍କ ସହ ସହର ପରିକ୍ରମା କରିଥିଲେ। ପରେ ନୀଳଗିରି ଉପଜିଲ୍ଲାପାଳଙ୍କ ଠାରେ ଯୋଗାନନ୍ଦ ଦାଶ ନାମାଙ୍କନ ଭରିଥିଲେ।

ତାଙ୍କ ସହ ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା, ସିପିଆଇଏମ୍‌ର ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ସନ୍ତୋଷ ଦାସ, ରାଜ୍ୟ କମିଟି ସଭ୍ୟ ନିର୍ମଳ ନାୟକ, ସୀତାଂସୁ ସେନାପତି, ଜିଲ୍ଲା ସମ୍ପାଦକ ଶିଶିର ହୁଇ, ଜିଲ୍ଲା ସମ୍ପାଦକ ମଣ୍ଡଳୀ ସଭ୍ୟ ବିଜୟ ପାତ୍ର, ଜ୍ୟୋତିର୍ମୟୀ ରାଉତ, ମହିଳା ନେତ୍ରୀ ତାପସି ପ୍ରହରାଜ, ଗଙ୍ଗାଧର ମହାନ୍ତି, ଭଗବାନ ମହାନ୍ତି, ପ୍ରାଣବନ୍ଧୁ ଦାସ, ସତ୍ୟଜିତ ଦାସ, ହେମେନ୍ଦ୍ର ସେଠି ପ୍ରମୁଖ ଉପସ୍ଥିତ ଥିଲେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.