କେନ୍ଦ୍ରାପଡା,୪।୫ : କେନ୍ଦ୍ରାପଡା ସଦର ଥାନା ବାଲିସାହିଠାରେ ଯୁବକଙ୍କୁ ଗୁଳିମାଡ଼। ଏଥିରେ ଯୁବକ ଜଣକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣକ ହେଲେ ଗୌତମ ମଳ୍ଲିକ। ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି।

ଶରଦ ପାୱାରଙ୍କ ଦଳରେ ହଲଚଲ୍, ଅଧକ୍ଷ ପଦ ଛାଡ଼ିଲେ ଜୟନ...