ପ୍ରମୂଖ ଖବର
  • ଭୁବନେଶ୍ବର : ଓଡିଶା ଜନଗଣନା ନିର୍ଦ୍ଦେଶକ ହେଲେ ୨୦୧୨ ବ୍ୟାଚ୍ର ଆଇଏଏସ ନିଖିଲ ପୱନ କଲ୍ୟାଣ
  • ||
  • Shangri-la-dialogue: CDS କହିଦେଲେ ଆତଙ୍କୀଙ୍କ ରେଡ଼ ଲାଇନ୍, ଜାଣନ୍ତୁ କଣ କହିଲେ ପାକିସ୍ତାନ ଜେନେରାଲ
  • ||
  • ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ସିଲିଙ୍ଗ ପ୍ଲେଟ ବୋଝେଇ ଟ୍ରେଲର୍, ବ୍ରହ୍ମପୁର ଠାରୁ ଭୁବନେଶ୍ୱର ଯାତାୟାତ ବାଧାପ୍ରାପ୍ତ
  • ||
  • ମାଲକାନଗିରି : ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
  • ||
  • ପ୍ରକାଶ ପାଇଲା JEE ଆଡଭାନ୍ସ ରେଜଲ୍ଟ, ଦିଲ୍ଲୀ ଜୋନ୍‌ର ରଜିତ୍ ଗୁପ୍ତା ଆଇଆଇଟି ଟପ୍ପର
  • ||
  • ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ
  • ||
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

ବିଷଧର ସାପ କାମୁଡ଼ାରେ ଯୁବକ ମୃତ

Published By : Prameya | June 1, 2025 1:18 PM

କପ୍ତିପଦା,୦୧/୦୬:ବିଷଧର ସାପ କାମୁଡ଼ାରେ ଯୁବକ ମୃତ।ମୟୁଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ କେଶପଡା ଗାଁର ଭୀମ ଚରଣ ଟୁଡୁଙ୍କ ପୁଅ ବିଶ୍ୱନାଥ ଟୁଡୁଙ୍କ ମୃତ୍ୟୁ ହୋଇଛି । ଗତକାଲି (ଶନିବାର) ରାତିରେ ଜୁଆଳିଆ ନିକବର୍ତ୍ତୀ ନିଜର ପିୟୁସୀ ଘରେ ବିଶ୍ୱନାଥ ଶୋଇଥିଲେ। ସେହି ସମୟରେ କୌଣସି ବିଷଧର ସାପ ଦଂଶନ କରିଥିଲା। ଏନେଇ ତାଙ୍କୁ ପିୟୁସୀ ଘର ଲୋକେ ତୁରନ୍ତ ଉଦଳା ଡାକ୍ତର ଖାନାରେ ପହଞ୍ଚାଇଥିଲେ। ହେଲେ ସେଠାରେ ତାଙ୍କୁ ଡ଼ାକ୍ତର ମୃତ ଘୋଷଣା କରିଥିବା ଜଣାପଡ଼ିଛି। 

ଏ ସମ୍ପର୍କରେ ଉଦଳା ଥାନାକୁ ଜଣାଇବା ପରେ ପୁଲିସ ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ମୃତ୍ୟୁର ପ୍ରକୃତ ରହସ୍ୟ ଜଣାପଡିବ।ତେବେ ବିଶ୍ୱନାଥ ଜଣେ ଗରିବ ଆଦିବାସୀ ଲୋକ। ତାର ସାତ ବର୍ଷର ଗୋଟିଏ ଝିଅ ଓ ଚାରି ବର୍ଷର ଗୋଟିଏ ପୁଅ ରହିଛି। ଅନ୍ୟପଟେ ଘଟଣାର ତଦନ୍ତ କରୁଛି ପୁଲିସ । ବିଷଧର ସାପ କାମୁଡ଼ାରେ ମୃତ୍ୟୁ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.