ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରେଙ୍ଗାଲି କେନାଲରେ ବୁଡ଼ି ଯୁବକ ମୃତ

ଢେଙ୍କାନାଳ,୨୫।୮ :  ରେଙ୍ଗାଲି  କେନାଲରେ ଗାଧୋଇବା ବେଳେ ବୁଡିଯାଇ ଜଣେ ଯୁବକର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ବଳଦିଆବନ୍ଧ ଗ୍ରାମର ପବିତ୍ର ନାୟକ । 

ସଦର ଥାନା ଅନ୍ତର୍ଗତ ବଳଦିଆବନ୍ଧ ଗ୍ରାମ ନିକଟସ୍ଥ ରେଙ୍ଗାଲି କେନାଲକୁ ପବିତ୍ର ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ବେଳେ ସେ କେନାଲରେ ବୁଡିଯାଇଥିଲେ। ସ୍ଥାନୀୟ ଗ୍ରାମବାସୀ  କେନନାଲରୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।

ଆହୁରି ପଢନ୍ତୁ : କାନ୍ଥ ପଡି ବାପ-ପୁଅ ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.