ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଟ୍ରକ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ବାଇକ୍ ଆରୋହୀ ମୃତ


କରଞ୍ଜିଆ, ୨୯।୫ :  କରଞ୍ଜିଆ-ଠାକୁରମୁଣ୍ଡା ରାସ୍ତା ପାଟବିଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃଦୁ ପାନୀୟ ବୋଝେଇ ଟ୍ରକ୍   ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣଙ୍କର  ମୃତ୍ୟୁ  ଘଟିଛି । ମୃତକ ଜଣକ  କରଞ୍ଜିଆ ଥାନା  କଳାକାଦ ଗାଁ ର ଅଜୟ ନାଏକ । 

ଟ୍ରକ ଟି ଠାକୁରମୁଣ୍ଡା ଆଡୁ  କରଞ୍ଜିଆ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ କଳାକାଦ ଗାଁ ର ଅଜୟ ନାଏକ ବାଇକରେ ଆସୁଥିଲେ। ପାଟବିଲ ଛକ ନିକଟରେ ଉଭୟଙ୍କ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଅଜୟଙ୍କ ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳରେ କରଞ୍ଜିଆ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର  ତଦନ୍ତ ଆରମ୍ଭ କରଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.