ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ନୟାପଲ୍ଲୀ ବ୍ରିଟ କଲୋନୀରେ ଯୁବକଙ୍କ ଆତଙ୍କ : ଗାଡି ଭାଙ୍ଗିଲେ , ଲୋକଙ୍କୁ ହାଣିଲେ

ଭୁବନେଶ୍ବର,୨୬।୩ : ନୟାପଲ୍ଲୀ ବ୍ରିଟ କଲୋନୀରେ ଯୁବକଙ୍କ ଆତଙ୍କ । ନିଶାଗ୍ରସ୍ତ ୬ ରୁ ୭ ଜଣ ଯୁବକ  ସନ୍ଧ୍ୟା ସମୟରେ ଆତଙ୍କ ସୃଷ୍ଟି କରିଛନ୍ତି। ୩ରୁ ୪ଟି ବାଇକରେ ଆସି ରାସ୍ତାରେ ଯାହାକୁ ଦେଖିଲେ ତାକୁ ମାଡ଼ ମାରିଲେ ଓ  ହାଣିଲେ । ଏପରିକି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଗାଡ଼ିକୁ ବି ଭାଙ୍ଗିଲେ । ବାଇକ ଓ କାର  ଭାଙ୍ଗିଥିଲେ। ସେମାନଙ୍କ ମାଡ଼ରେ    ୩ ଜଣ ଗୁରୁତର ଆହତ ହୋଇ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ।

 ସନ୍ଧ୍ୟା ସମୟରେ କିଛି ଯୁବକ ନିଶାସକ୍ତ ଅବସ୍ଥାରେ ବାଇକରେ  ବ୍ରୀଟ କଲୋନୀ ଭିତରକୁ ପଶିଥିଲେ। ଆଉ  ରାସ୍ତାରେ ଯାହାକୁ ପାରିଲେ ତାକୁ ଆକ୍ରମଣ କରି ଆତଙ୍କ ସୃଷ୍ଟି କରି ଚାଲିଯାଇଥିଲେ।  ଖବର ପାଇ  ନୟାପଲ୍ଲୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢନ୍ତୁ : ପୂର୍ବ ଶତ୍ରୁତାକୁ ନେଇ ବୋମା ମାଡ : ୩ ଆହତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.