ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଅଫିସ ଭିତରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆପଡ଼ା, ୧୫/୦୨ : ନୂଆପଡ଼ା ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଅଫିସ ଭିତରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। କର୍ମଚାରୀ ଧରିବା ପରେ ବଞ୍ଚିଗଲା ଜୀବନ। ଯୁବକ ଜଣଙ୍କ ହେଉଛନ୍ତି ବୋଡେ଼ନ ବ୍ଲକ ରୋକଲ ଗ୍ରାମର ମାଧବ ଶବର। 

ସୂଚନାନୁଯାୟୀ, ମାଧବ ଶବର ଦୀର୍ଘ ଦିନ ହେବ ଅନ୍ଵେଷା ହଷ୍ଟେଲରେ ରୋଷେୟା ଭାବରେ କାମ କରୁଥିଲେ। ସେଠାରେ କିଛି ସମସ୍ୟା ହେବାରୁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ। ଘଟଣା ସ୍ଥଳରେ ନୂଆପଡ଼ା ତାହସିଲଦାର ପହଞ୍ଚି ତାଙ୍କୁ ବୁଝାସୁଝା କରୁଛନ୍ତି। ନୂଆପଡ଼ା ପୋଲିସ ମଧ୍ୟ ଉପସ୍ଥିତ ଅଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.