ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଅଫିସ ଭିତରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆପଡ଼ା, ୧୫/୦୨ : ନୂଆପଡ଼ା ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଅଫିସ ଭିତରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। କର୍ମଚାରୀ ଧରିବା ପରେ ବଞ୍ଚିଗଲା ଜୀବନ। ଯୁବକ ଜଣଙ୍କ ହେଉଛନ୍ତି ବୋଡେ଼ନ ବ୍ଲକ ରୋକଲ ଗ୍ରାମର ମାଧବ ଶବର। 

ସୂଚନାନୁଯାୟୀ, ମାଧବ ଶବର ଦୀର୍ଘ ଦିନ ହେବ ଅନ୍ଵେଷା ହଷ୍ଟେଲରେ ରୋଷେୟା ଭାବରେ କାମ କରୁଥିଲେ। ସେଠାରେ କିଛି ସମସ୍ୟା ହେବାରୁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ। ଘଟଣା ସ୍ଥଳରେ ନୂଆପଡ଼ା ତାହସିଲଦାର ପହଞ୍ଚି ତାଙ୍କୁ ବୁଝାସୁଝା କରୁଛନ୍ତି। ନୂଆପଡ଼ା ପୋଲିସ ମଧ୍ୟ ଉପସ୍ଥିତ ଅଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.