ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଭୟଙ୍କର ଅଗ୍ନିକାଣ୍ଡ : ଜିଅନ୍ତା ଜଳିଗଲେ ଯୁବକ

Published By : Rasmita Pradhan | July 28, 2025 9:27 AM

ଅନୁଗୁଳ, ୨୮/୦୭ : ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ଗୀତାଗ୍ରାମରେ ଭୟାନକ ଅଗ୍ନିକାଣ୍ଡ। ଜିଅନ୍ତା ଜଳିଗଲେ ଯୁବକ। ସୋମବାର ଭୋର୍ ସମୟରେ ଅଗ୍ନିକାଣ୍ଡ ଘଟି ଜଣେ ଯୁବକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଖବର ପାଇ ଅନୁଗୁଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ସୂଚନାନୁଯାୟୀ, ଜୟପୁର ଅଞ୍ଚଳର ରାଧା ମୋହନ ସାହୁଙ୍କ ପୁଅ ସରୋଜ ସାହୁ (୩୫ ବର୍ଷ) ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ସରୋଜ ଗତକାଲି ଏକାକି ଥିବା ବେଳେ ତାଙ୍କ ସ୍ତ୍ରୀ ଏବଂ ଛୁଆ କେଉଁଆଡ଼େ ଚାଲି ଯାଇଥିଲେ। ସୋମବାର ଭୋର୍ ୪ଟା ବେଳକୁ ପଡୋଶୀ ଘର ଲୋକ ସରୋଜଙ୍କ ଘରେ ନିଆଁ ଲାଗିଥିବା ଦେଖି ପୁଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ସାଢେ ୪ଟା ବେଳେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରି ସରୋଜଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ସରୋଜଙ୍କ ମୃତ୍ୟୁ ହୋଇ ସାରିଥିଲା। ତେବେ କେଉଁ ପରିସ୍ଥିତିରେ ସରୋଜଙ୍କ ମୃତ୍ୟୁ ଘଟିଲା ତାହା ଅସ୍ପଷ୍ଟ ରହିଛି। ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।   


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.