ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଯୁବକଙ୍କୁ ଚାପିଦେଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ

କେନ୍ଦୁଝର ସଦର,୨୧/୫ : ଯୁବକଙ୍କୁ ଧକ୍କା ଦେଲା ଟ୍ରକ୍। ଘଟଣାସ୍ଥଳରେ ମୃତ। କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥ ପଳାଶପଙ୍ଗା ଓଭରବ୍ରିଜ୍ ନିକଟରେ ସକାଳ ପାଞ୍ଚଟା ୪୫ ସମୟରେ ଏହି ଦୁର୍ଘଟଣା ଘଟିଛି। ଏକ ୧୬ ଚକିଆ ଟ୍ରକ୍‌ଟି ଯୁବକଙ୍କ ଉପରେ ଚଢି ଯିବାରୁ ଯୁବକଙ୍କ ଅଣ୍ଟା ଉପର ଭାଗ ସମ୍ପୂର୍ଣ୍ଣ ପିଚୁରେ ମିଶିଯାଇଛି। ଶବକୁ ଚିହ୍ନିବା ସମ୍ଭବ କଷ୍ଟ ସାଧ୍ୟ ହୋଇପଡିଛି। ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.