ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

କଲେଜରେ ପଢିବାକୁ ନେଇ ମା’-ପୁଅ ମଧ୍ୟରେ ଝଗଡା, କୀଟନାଶକ ଖାଇ ଜୀବନ ହାରିଲା ପୁଅ

Published By : Prameya | May 13, 2025 9:41 PM

ଦିଗପହଣ୍ଡି ୧୩।୫(ଆପ୍ର) ;  କଲେଜରେ ପଢିବାକୁ ନେଇ ମା’- ପୁଅ ମଧ୍ୟରେ ଝଗଡା । କୀଟନାଶକ ଔଷଧ ଖାଇ ଜୀବନ ହାରିଲା ପୁଅ। ଏଭଳି ଏକ ଦୁଃଖଦ ଘଟଣା ଦିଗପହଣ୍ଡି ଥାନା ଅନ୍ତର୍ଗତ ସିଦ୍ଧେଶ୍ୱର ବଡଦାଣ୍ଡ ସାହିରେ ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଦୀପକ କୁମାର ବିଷୋୟୀ ।

 ଦୀପକ ଚଳିତ ବର୍ଷ ଦଶମ ଶ୍ରେଣୀ ପରୀକ୍ଷାରେ ୩୫୩ ନମ୍ବର ରଖି ପାସ କରିଥିଲେ। ପାସ ପରେ କଲେଜରେ ପଢିବା ପାଇଁ ଦୀପକ ଇଛା ପ୍ରକାଶ କରିଥିଲେ। କଲେଜରେ ପଢିବାକୁ ନେଇ ଘଟଣା ଦିନ ରାତ୍ରିରେ ମା- ପୁଅ ମଧ୍ୟରେ ଝଗଡା ହୋଇଥିଲା। ଏଥିରେ ଭାରସାମ୍ୟ ହରାଇ ଦୀପକ ଘରେ ଥିବା କୀଟନାଶକ ଔଷଧ ଖାଇ ଆତ୍ମହତ୍ୟା କରିଥିଲେ। ଏନେଇ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା। ଏତଲା ଆଧାରରେ ପୁଲିସି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠେଇ ଘଟଣାର ତଦନ୍ତ ଆରମ୍ଭ କରିଥିବା  ଭାରପ୍ରାପ୍ତ ଥାନା ଆଇ. ଆଇ. ସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.