ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

କାର ଧକ୍କାରେ ସାଇକେଲ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ଆନନ୍ଦପୁର,୨୭।୫ :  ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ର ବିରଗୋବିନ୍ଦପୁର ଛକ ଠାରେ   ସାଇକେଲ ଆରୋହୀ ଯୁବକଙ୍କୁ ଏକ କାର୍ ପଛପଟୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ଯୁବକଙ୍କ ମୃତ୍ଯୁ ଘଟିଛି।   ମୃତକ ଜଣକ ହେଲେ  ଯଦୁ ଶୋରେନ୍ ।  ଦୁର୍ଘଟଣା ଯୋଗୁଁ କାର୍ ଟି ଡିଭାଇଡର ଉପରେ ଓଲଟି ପଡିଥିବାବେଳେ କାର୍ ଡ୍ରାଇଭର   ଘଟଣା ସ୍ଥଳରୁ ଫେରାର ହୋଇଛି । 

ଦୁର୍ଘଟଣା ପରେ ସ୍ଥାନୀୟ ଲେକଙ୍କ ମଧ୍ଯରେ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ରୋକ କରିଥିଲେ । ଘସିପୁରା ପୋଲିସ ଖବରପାଇ ଘଟଣା ସ୍ଥଳରେ ପହଞ୍ଚି ଲେକଙ୍କୁ ବୁଝାସୁଝା କରିବାପରେ ରାସ୍ତାରୋକ ହଟିଥିଲା । ତେବେ ଫେରାର ଡ୍ରାଇଭର ସମ୍ପର୍କରେ କୈଣସି ସନ୍ଧାନ ମିଳିନଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.