ପ୍ରମୂଖ ଖବର
  • କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରରେ ବୁଡିଯାଇ ୩ ଯୁବକ ମୃତ
  • ||
  • ମୟୂରଭଞ୍ଜ : କପ୍ତିପଦା ବଜାରରୁ ଯୁବତୀ ଅପହରଣ ଘଟଣା; ଅପରାଧୀଙ୍କ ଟେର୍ ପାଉନି ପୁଲିସ
  • ||
  • କେନ୍ଦୁଝର : ବଜ୍ରପାତରେ ଜଣେ ମୃତ, ୨ ସାଙ୍ଗ ଗୁରୁତର
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; କିଲର ଥର୍ ଜବତ, ମାଲିକ ଫେରାର, ମିଳୁନି ସ୍କର୍ପିଓ
  • ||
  • ବଲାଙ୍ଗୀର : କୁକୁର କାମୁଡ଼ାରେ ୨ ଜଣଙ୍କ ମୃତ୍ୟୁ, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
  • ||
  • ଛତ୍ରପୁର : ଲୁଣି ପାଣି ହେବ ପାନୀୟ ଯୋଗ୍ୟ, ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ
  • ||
  • ଏମ୍ସରେ ଆଖି ବୁଜିଲେ ନର୍ସିଂ ଛାତ୍ରୀ, ଆଜି ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ କରାଯିବ ହସ୍ତାନ୍ତର
  • ||
  • କଟକ ବିଡ଼ାନାସୀରେ ଅଘଟଣ, ପୂର୍ବ ଶତ୍ରୁତାରୁ ଦମ୍ପତିଙ୍କୁ ଛୁରାମାଡ଼
  • ||
  • କୋରାପୁଟରେ ନୂତନ ମେଡିକାଲ କଲେଜ କୋଠାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ଆୟୁଷ୍ମାନ କାର୍ଡ
  • ||
  • ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ, ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ
  • ||
  • ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ, ୧୯ଟି ଇଭେଣ୍ଟରେ ୧୭ ଦେଶର ୨୨୫ ପ୍ରତିଯୋଗୀ କରିବେ ଅଂଶଗ୍ରହଣ
  • ||
  • ଆସୁଛି ଆଉ ଏକ ଲଘୁଚାପ: ୧୨ରୁ ବଢ଼ିପlରେ ବର୍ଷା ,୯ ଜିଲ୍ଲାରେ ନିିଅଣ୍ଟିଆ ବର୍ଷା ଭରଣା ଆଶା
  • ||

ହାତୀ ଆକ୍ରମଣରେ ଗଲା ଯୁବକଙ୍କ ଜୀବନ

Published By : Suraj Kumar | August 10, 2025 10:11 PM

କେନ୍ଦୁଝର ସଦର,୧୦/୮(ଆପ୍ର) : କେନ୍ଦୁଝର ବନଖଣ୍ଡ ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଶୁଆକାଟି ସେକ୍ସନ ଅନ୍ତର୍ଗତ ତରମାକାନ୍ତ ବିଟରେ ହାତୀ ଆକ୍ରମଣରେ ଜଣେ ଯୁବକର ମୃତ୍ୟୁ ଘଟିଛି।  ମୃତ ଯୁବକ ଜଣକ ହେଲେ ଅଡାଳ ଗ୍ରାମର ପର୍ଶୁ ମୁଣ୍ଡା।

ଅଡାଳ ଗ୍ରାମର ପର୍ଶୁ ମୁଣ୍ଡା, ତାଙ୍କ ସ୍ତ୍ରୀ ଓ ୯ ମାସର ଶିଶୁ କନ୍ୟା ସମ୍ପର୍କୀୟଙ୍କ ଘରକୁ  ଯାଇଥିଲେ । ଘରକୁ ଫେରିବା ସମୟରେ  ସୁନାଖନୀ ଜଙ୍ଗଲରେ ଗୋଟିଏ ଦନ୍ତା ହାତୀ ଆସି ପର୍ଶୁ ମୁଣ୍ଡାକୁ ଆକ୍ରମଣ କରି ଦଳି ଚକଟି ମାରି ଦେଇଥିଲା ।   ତାଙ୍କ ସ୍ତ୍ରୀ ଓ ୯ ମାସେ ଝିଅ ଟିକେ ପଛରେ ଥିବାରୁ ଅଳ୍ପକେ ଦନ୍ତା ପାଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି l   ବିଗତ ୧୦ ଦିନ ଭିତରେ  ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜରେ ହାତୀ ଆକ୍ରମଣରେ ଦୁଇ ନିରୀହ ଲୋକଙ୍କ ଜୀବନ ଗଲାଣି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.