ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଫ୍ୟାନରେ ଝୁଲି ଯୁବକର ଆତ୍ମହତ୍ୟା

Published By : Suraj Kumar | July 9, 2025 8:37 PM

କେନ୍ଦୁଝର ସଦର,୯/୭(ଆପ୍ର) : କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୋବର୍ଦ୍ଧନ ପଞ୍ଚାୟତ ଗୋବର୍ଦ୍ଧନ ଗ୍ରାମ ମୁଣ୍ଡା ସାହିରେ ଜଣେ ଯୁବକ ଆତ୍ମହତ୍ୟା କରିଛି। ଯୁବକ ଜଣକ  ହେଲେ ପ୍ରଧାନ ମୁଣ୍ଡା (୨୭)। 

ଗୋବର୍ଦ୍ଧନ ଗ୍ରାମ ମୁଣ୍ଡା ସାହିର  ପ୍ରଧାନ ମୁଣ୍ଡା (୨୭)  ନିଜ  ଘରେ ସ୍ତ୍ରୀର ପିନ୍ଧା ଲୁଗା ଦ୍ଵାରା ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛି। ଖବର ପାଇ ସଦର ପୁଲିସ ଘଟଣା ସ୍ଥଳରେ ପହଁଞ୍ଚି ଅପ ମୃତ୍ୟୁ ମାମଲା ରୁଜୁ କରି ମୃତ ଦେହକୁ ବ୍ୟବଛେଦ  ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.