ପ୍ରମୂଖ ଖବର
  • ଭୁବନେଶ୍ବର : ଓଡିଶା ଜନଗଣନା ନିର୍ଦ୍ଦେଶକ ହେଲେ ୨୦୧୨ ବ୍ୟାଚ୍ର ଆଇଏଏସ ନିଖିଲ ପୱନ କଲ୍ୟାଣ
  • ||
  • Shangri-la-dialogue: CDS କହିଦେଲେ ଆତଙ୍କୀଙ୍କ ରେଡ଼ ଲାଇନ୍, ଜାଣନ୍ତୁ କଣ କହିଲେ ପାକିସ୍ତାନ ଜେନେରାଲ
  • ||
  • ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ସିଲିଙ୍ଗ ପ୍ଲେଟ ବୋଝେଇ ଟ୍ରେଲର୍, ବ୍ରହ୍ମପୁର ଠାରୁ ଭୁବନେଶ୍ୱର ଯାତାୟାତ ବାଧାପ୍ରାପ୍ତ
  • ||
  • ମାଲକାନଗିରି : ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
  • ||
  • ପ୍ରକାଶ ପାଇଲା JEE ଆଡଭାନ୍ସ ରେଜଲ୍ଟ, ଦିଲ୍ଲୀ ଜୋନ୍‌ର ରଜିତ୍ ଗୁପ୍ତା ଆଇଆଇଟି ଟପ୍ପର
  • ||
  • ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ
  • ||
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

ମସୁଣିହତା ଗାଁରେ ଯୁବକଙ୍କୁ ଗଳା କାଟି ହତ୍ୟା, ଅଭିଯୁକ୍ତ ଗିରଫ

Published By : Harapriya Sethi | June 1, 2025 9:06 AM

କଣିହାଁ,୦୧/୦୬(ଜ୍ୟୋତିରଞ୍ଜନ ଧର): ଅନୁଗୁଳ ଜିଲ୍ଲା କଣିହାଁ ଥାନା ମସୁଣିହତା ଗ୍ରାମରେ ଯୁବକଙ୍କୁ ଗଳା କାଟି ହତ୍ୟା କରାଯାଇଛି । ମୃତକ ହେଲେ ମସୁଣିହତା ଗ୍ରାମର ବାବାଜୀ ନାଏକ(୨୫) ଏବଂ ହତ୍ୟାକାରୀ କଣିହାଁ କାକୁଡ଼ିଆ ଗ୍ରାମର ବିଭୂତି ନାଏକ(୩୫) ବୋଲି ଜଣାପଡ଼ିଛି ।

ସୂଚନା ମୁତାବକ, କାକୁଡ଼ିଆ ଗ୍ରାମର ବିଭୂତି ନାଏକର ସ୍ତ୍ରୀକୁ ସାତ ମାସ ତଳେ ବାବାଜୀ ନାଏକ ପ୍ରେମ ବିବାହ କରିଥିଲେ । ସେହି ଦିନଠାରୁ ବାବାଜୀଙ୍କୁ ହତ୍ୟା କରିବା ନେଇ ଧମକ ଦେଇ ଆସୁଥିଲା ବିଭୂତି । ତେବେ ଶନିବାର ବିଳମ୍ୱିତ ରାତି ପ୍ରାୟ ୨ଟା ବେଳେ ଘର ବାରଣ୍ଡାରେ ବାବାଜୀ ଶୋଇଥିଲେ । ତାଙ୍କୁ ଶୋଇଥିବାର ଦେଖି ବିଭୂତି ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଗଳା କାଟି ଦେଇଥିଲା । ଘଟଣା ସମ୍ପର୍କରେ ଜାଣିବା ପରେ ଶନିବାର ବିଳମ୍ବିତ ରାତିରେ ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲା। କଣିହାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଥିବାବେଳେ ରବିବାର ସକାଳୁ ଅଭିଯୁକ୍ତକୁ କାକୁଡ଼ିଆ ଗାଁରୁ ଗିରଫ କରିଛି । ଅଭିଯୁକ୍ତକୁ ଜେରା କରି ଘଟଣାର ତଦନ୍ତ ଚଳାଇଛି ପୁଲିସ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.