ପ୍ରମୂଖ ଖବର
  • ମାହାଙ୍ଗା: ଭାରସାମ୍ୟ ହରାଇ କେନାଲକୁ ଖସିଲା କାର୍, ଯୁବକଙ୍କ ମୃତ୍ୟୁ
  • ||
  • ମୋହନ ସରକାରଙ୍କ ପ୍ରଥମ ଅଧିବେଶନ, ୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ପ୍ୟାରିସ୍‌ ଅଲିମ୍ପିକ ୨୦୨୪: ୨୫ରୁ ତୀରନ୍ଦାଜୀ ଇଭେଣ୍ଟ, ରିକର୍ଭ ଇଭେଣ୍ଟରେ ଭାଗ ନେବେ ୬ ଭାରତୀୟ
  • ||
  • ଆସନ୍ତା ୨୬ ସୁଦ୍ଧା ଆଉ ଏକ ଲଘୁଚାପ, ତିନିଦିନ ପ୍ରବଳ ବର୍ଷା ସମ୍ଭାବନା: ଏବେ ବି ନିଅଣ୍ଟିଆ ସ୍ଥିତିରୁ ବାହାରିନି ୧୬ ଜିଲ୍ଲା
  • ||
  • ମୋଦି ୩.୦ ସରକାରର ପ୍ରଥମ ବଜେଟ୍‌, ୭ମ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||

ବଜ୍ରପାତରେ ଯୁବକଙ୍କ ମୃତ୍ୟୁ

ଖଲ୍ଲିକୋଟ,୨୫/୬ : ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କଞ୍ଚଣା ପଞ୍ଚାୟତର ରାଣୀପଡ଼ା ଗ୍ରାମରେ ଆଜି ଅପରାହ୍ନରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର ଅଭି ଦାସଙ୍କ ପୁଅ ଶଙ୍କର (୨୪)। ସେ ଆଜି ନିଜ ଗାଁ ପୋଖରୀକୁ ଶୌଚ ହେବାକୁ ଯାଇଥିବାବେଳେ ହଠାତ ବଜ୍ରପାତ ଘଟିଥିଲା। ଫଳରେ ଶଙ୍କର ଗୁରୁତର ଆହତ ହୋଇପଡ଼ିଥିଲେ । ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ଖଲ୍ଲିକୋଟ ମେଡ଼ିକାଲକୁ ଅଣାଯାଇଥିଲା। ତେବେ ଡାକ୍ତର ଏଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.