ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ବ୍ରଜପାତରେ ଯୁବକ ଗୁରୁତର

ଫିରିଙ୍ଗିଆ,୧୧।୬  କାଳବୈଶାଖୀ ପ୍ରଭାବରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଂଚଳରେ ମଧ୍ୟ୍ୟ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ବ୍ଲକ ର ଗୋଛାପଡା ଥାନା ଅଂଚଳରେ ବଜ୍ରପାତ ରେ ଜଣେ ଯୁବକ ଗୁରୁତର ଆହତ ହୋଇଛି। ଆହତ ଯୁବକ ଜଣକ ଗୋଛାପଡା ଥାନା କଟରିଙ୍ଗିଆ ପଂଚାୟତ ପାଲଚି ଗାଁ ର ରାଉଳ ଦିଗାଲ।

ରାଉଳ ଦିଗାଲ  ପାଣି ଆଣୁଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା I ଫଳରେ ସେ ଅଚେତ ହୋଇ ଘରଭିତରେ ପଡିଯାଇଥିଲେ I ପରେ ପରିବାର ଲୋକେ ତାଙ୍କୁ ଏକ ଅଟୋ ଭଡା କରି ଚିକିତ୍ସାପାଇଁ ଫୁଲବାଣୀ ମେଡିକାଲ ରେ ଭର୍ତ୍ତି ଥିବା ବେଳେ ବର୍ତ୍ତମାନ ମଧ୍ୟ୍ୟ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.