ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ହାତୀ ଆକ୍ରମଣରେ ଯୁବକ ଗୁରୁତର

Published By : Prameya | March 21, 2025 7:37 AM

ଜଳେଶ୍ୱର, ୨୧/୦୩ : ମାତିଲା ଗୋଠ ଛଡ଼ା ଦନ୍ତା। ଜଳେଶ୍ବର ସହର ଠାରୁ ପ୍ରାୟ ୨୫ କିମି ଦୂର ସୁଗୋ ପଞ୍ଚାୟତରେ ହାତୀ ଉପଦ୍ରବ। ଯୁବକଙ୍କୁ କଚାଡ଼ିଲା, ରବି ଧାନ ଖାଇଲା। ହାତୀ ଆକ୍ରମଣରେ ଯୁବକ ଗୁରୁତର। ଗୁରୁତର ଯୁବକ ଜଣକ ହେଉଛନ୍ତି ବାଣିଦା ଗ୍ରାମର ସୂର୍ଯ୍ୟକାନ୍ତ ବାରିକ। ତାଙ୍କୁ ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। 

ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ପଶ୍ଚିମବଙ୍ଗରୁ ଆସି ନଛିମପୁର ପଞ୍ଚାୟତ ଆମ୍ୱଳିଅଠା ଗ୍ରାମରେ ପଶିଥିଲା। ଭୋର୍ ସମୟରେ ସୁଗୋ ପଞ୍ଚାୟତ ବାଣିଦା ଗ୍ରାମରେ ପହଞ୍ଚିଥିଲା। ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ କରିଥିଲା। ହାତୀ ଆକ୍ରମଣରେ ଗାଁର ସୂର୍ଯ୍ୟକାନ୍ତ ବାରିକ (୪୨ ବର୍ଷ)ଙ୍କୁ କଚାଡ଼ି ଦେଇଥିଲା। ହାତୀ ଆକ୍ରମଣରେ ସୂର୍ଯ୍ୟକାନ୍ତ ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହାତୀଟି ଏବେ ସ୍ଥାନୀୟ ଅଞ୍ଚଳରେ ବୁଲି ଫସଲ ନଷ୍ଟ କରୁଛି। ବନବିଭାଗ ହାତୀର ଗତିବିଧି ଉପରେ ନଜର ରଖିଛି। ହାତୀ ଭୟରେ ଗାଁରେ ଏବେ ତାଟି କବାଟ ପଡ଼ିଛି। 

ଏହି ଖବରଟିକୁ ପଢନ୍ତୁ-ଖରା ଯୋଗୁଁ ବଦଳିଲା ସମୟ, ଆଜିଠୁ ସକାଳୁଆ ସ୍କୁଲ: ପ୍ରଥମରୁ ଦ୍ୱାଦଶ ସାଢ଼େ ୬ରୁ ସାଢ଼େ ୧୦ ପାଠପଢ଼ା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.