ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଚାଷଜମିକୁ ପାଣି ମଡ଼ାଇବା ବେଳେ ସାପ କାମୁଡ଼ାରେ ଯୁବକ ଗୁରୁତର

ନୀଳଗିରି,୧୧/୧୧(ଆ.ପ୍ର) ନୀଳଗିରି ଉପଖଣ୍ଡ ଔପଦା ବ୍ଲକ ଅଧିନ ମାନଗଡ ଗାଁରେ ଧାନକ୍ଷେତକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବିଷଧର ସାପ କାମୁଡାରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣକ ହେଲେ ସୁବ୍ରତ ମାଝୀ ।

ଔପଦା ବ୍ଲକ ଅଧିନ ବାଉଁଶବଣିଆ ପଞ୍ଚାୟତ ମାନଗଡ଼ ଅଞ୍ଚଳରେ ବର୍ଷା ଅଭାବ କାରଣରୁ ଧାନ କ୍ଷେତ ଶୁଖିଲା ପଡ଼ି ଗଛ ମରିବାକୁ ବସିଲାଣି।ତେଣୁ  ଦାଶ ମାଝୀ ଙ୍କ ପୁଅ ସୁବ୍ରତ ଚାଷଜମିକୁ ପାଣି ମଡାଇବାକୁ ଯାଇଥିବା ବେଳେ ଏକ ତମ୍ପ ସାପ ତାଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡିଥିଲା।ଫଳରେ ସେ କ୍ଷେତରେ ଗୁରୁତର ହୋଇପଡିଥିଲେ। ସଙ୍ଗେ ସଙ୍ଗେ ପରିବାର ଲୋକେ ନୀଳଗିରି ହସ୍ପିଟାଲକୁ ଆଣିବା ପରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୂଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି।

Copyright © 2022 - Summa Real Media Private Limited. All Rights Reserved.