ପ୍ରମୁଖ ଖବର
  • ପାରାଦୀପ ବନ୍ଦରରୁ କଂଟେନର୍ ଏକ୍‌ଜିମ୍‌ ସେବା ଆରମ୍ଭ, ପଣ୍ୟ ପରିବହନ କ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ
  • ||
  • କେନ୍ଦୁଝର ପାଟଣା ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, ସୋସିଆଲ ମିଡିଆ​‌ରେ ଭାଇରାଲ
  • ||
  • କପି ଚେକିଂ ଆଳରେ ଅସଦାଚରଣ ଅଭିଯୋଗ, ଥାନାରେ ମାଟ୍ରିକ ପରୀକ୍ଷାର୍ଥୀ
  • ||
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ରିଆମାଳ ସ୍ନାତକ ମହାବିଦ୍ୟାଳୟରେ 'ଯୁବ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମ

ରିଆମାଳ, ୦୭/୧୨ : ରିଆମାଳ ସ୍ନାତକ ମହାବିଦ୍ୟାଳୟରେ 'ଯୁବ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମ ଉଦଯାପିତ। କଲେଜ ଅଧ୍ୟକ୍ଷ ଫକୀର ମୋହନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୂଆ ଓଡ଼ିଶା କାର୍ଯ୍ୟକ୍ରମର ରାଜ୍ୟ ସଂଯୋଜକ ପ୍ରଫେସର ଡ଼ଃ. ରାଜେଶ କୁମାର ସାହୁ ଯୋଗ ଦେଇଛନ୍ତି। 

ମୁଖ୍ୟବକ୍ତା ଭାବେ ଅଧ୍ୟକ୍ଷ ଯୁକ୍ତ ଦୁଇ ନିହାରକାନ୍ତ ମହାନ୍ତି, ସମ୍ମାନିତ ଅତିଥି ଭାବରେ ସରପଞ୍ଚ ମଲେହିପଡା ରୁନୁ ବେହେରା, ବୁଡିଦ ଛବିରାଣୀ ସାହୁ, ଆଡସ ନଜର ବେହେରା, ଅଧ୍ୟାପକ ରମେଶ ସାହୁ, ଅରୁଣ ବେହେରା, ବେଣୁଧର ସାହୁ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମର ଆଭିମୁଖ୍ୟ ତଥା ବିଷୟକୁ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ନୃତ୍ୟଗୀତ ତଥା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଅଧ୍ୟାପକ ପଦ୍ମ ଚରଣ ମାଝୀ ନୋଡାଲ ଅଧିକରୀ ଭାବରେ କାର୍ଯ୍ୟକ୍ରମକୁ ସୂଚରୁ ରୂପରେ ସମ୍ପାଦନ କରିଥିଲେ। କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଏବଂ ଛାତ୍ରଛାତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.