ପ୍ରମୂଖ ଖବର
  • ଫାଷ୍ଟ ପାସେଞ୍ଜର ଟ୍ରେନ୍‌ରେ ନିଆଁ
  • ||
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରିଆମାଳ ସ୍ନାତକ ମହାବିଦ୍ୟାଳୟରେ 'ଯୁବ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମ

ରିଆମାଳ, ୦୭/୧୨ : ରିଆମାଳ ସ୍ନାତକ ମହାବିଦ୍ୟାଳୟରେ 'ଯୁବ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମ ଉଦଯାପିତ। କଲେଜ ଅଧ୍ୟକ୍ଷ ଫକୀର ମୋହନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୂଆ ଓଡ଼ିଶା କାର୍ଯ୍ୟକ୍ରମର ରାଜ୍ୟ ସଂଯୋଜକ ପ୍ରଫେସର ଡ଼ଃ. ରାଜେଶ କୁମାର ସାହୁ ଯୋଗ ଦେଇଛନ୍ତି। 

ମୁଖ୍ୟବକ୍ତା ଭାବେ ଅଧ୍ୟକ୍ଷ ଯୁକ୍ତ ଦୁଇ ନିହାରକାନ୍ତ ମହାନ୍ତି, ସମ୍ମାନିତ ଅତିଥି ଭାବରେ ସରପଞ୍ଚ ମଲେହିପଡା ରୁନୁ ବେହେରା, ବୁଡିଦ ଛବିରାଣୀ ସାହୁ, ଆଡସ ନଜର ବେହେରା, ଅଧ୍ୟାପକ ରମେଶ ସାହୁ, ଅରୁଣ ବେହେରା, ବେଣୁଧର ସାହୁ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମର ଆଭିମୁଖ୍ୟ ତଥା ବିଷୟକୁ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ନୃତ୍ୟଗୀତ ତଥା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଅଧ୍ୟାପକ ପଦ୍ମ ଚରଣ ମାଝୀ ନୋଡାଲ ଅଧିକରୀ ଭାବରେ କାର୍ଯ୍ୟକ୍ରମକୁ ସୂଚରୁ ରୂପରେ ସମ୍ପାଦନ କରିଥିଲେ। କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଏବଂ ଛାତ୍ରଛାତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.