PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ବସ୍ତା, ୦୪/୧୦ : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର ହୋଇଛି। ଲୋକମାନେ ବିଲକୁ ଯିବା ବେଳେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ। ମୃତ ଯୁବକଙ୍କର ପରିଚୟ ମିଳି ନଥିବା ବେଳେ ତାଙ୍କର ବୟସ ୩୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ଯୁବକ ଜଣକ କୌଣସି ଟ୍ରେନ୍‌ରୁ ଖସିପଡି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ରେଳବାଇ ପୁଲିସ ଘଟଣାର ତଦନ୍ତ କରୁଛି।