ପ୍ରମୂଖ ଖବର
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ଏବଂ ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ସଫଳତା

Published By : Harapriya Sethi | August 22, 2025 6:43 AM

ପିତୃପକ୍ଷରେ ପୂର୍ବପୁରୁଷଙ୍କୁ ସ୍ମରଣ କରିବା ସହ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ଏହି ଦିନ ପୂର୍ବପୁରୁଷଙ୍କ ଆତ୍ମାର ଶାନ୍ତି ପାଇଁ ସମର୍ପିତ ଏକ ମୁଖ୍ୟ ଦିନ । ଚଳିତ ବର୍ଷ ପିତୃପକ୍ଷ ୭ ସେପ୍ଟେମ୍ବରରୁ ଆରମ୍ଭ ହେବ । ଶାସ୍ତ୍ର ଅନୁସାରେ ଚଳିତ ବର୍ଷର ପିତୃପକ୍ଷ ଖୁବ୍‌ ଖାସ୍‌ । ପ୍ରାୟ ୧୦୦ ବର୍ଷ ପରେ ପିତୃପକ୍ଷରେ ଚନ୍ଦ୍ର ଗ୍ରହଣ ଓ ସୂର୍ଯ୍ୟ ପରାଗ ହେବାକୁ ଯାଉଛି । ଚନ୍ଦ୍ର ଗ୍ରହଣ ୭ ସେପ୍ଟେମ୍ବର ୨୦୨୫ରେ ହେବାକୁ ଯାଉଥିବା ବେଳେ ସୂର୍ଯ୍ୟ ପରାଗ ୨୧ ସେପ୍ଟେମ୍ବରରେ ହେବାକୁ ଯାଉଛି ।

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପିତୃପକ୍ଷରେ ହେବାକୁ ଯାଉଥିବା ସୂର୍ଯ୍ୟ ପରାଗ ଓ ଚନ୍ଦ୍ର ଗ୍ରହଣ ସଂଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟବାନ ହେବେ..

ମିଥୁନ- ପିତୃପକ୍ଷରେ ହେବାକୁ ଥିବା ସଂଯୋଗ ଫଳରେ ମିଥୁନ ରାଶିଙ୍କ ପାଇଁ ଆସୁଛି ବଡ ଖୁସି ଓ ସଫଳତା । ଆର୍ଥିକ ସ୍ଥିତି ମଜଭୁତ ହେବ । ଧନ ଆସିବାର ନୂଆ ନୂଆ ମାର୍ଗ ଖୋଲିବ । ପରିବାରରେ ହସଖୁସିର ବାତାବରଣ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ ।

ଧନୁ- ଏହି ସମୟ ବେଶ ଲାଭଦାୟକ ହେବ । ଦୀର୍ଘ ଦିନରୁ ଥିବା ସମସ୍ୟା ଓ ଚିନ୍ତା ଦୂର ହେବ । କାମରେ ଶୁଭଫଳ ମିଳିବ । ବ୍ୟବସାୟରେ ବଡ ଲାଭ ମିଳିବ । ଚାକିରି ଓ ବ୍ୟବସାୟରେ ବଡ ଉନ୍ନତି ସହ ଧନ ଲାଭ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ ।

ମକର- ଚାକିରିରେ ପଦନ୍ନୋତି ସହ ବଡ ଉନ୍ନତି ହେବ । ବ୍ୟବସାୟରେ ମଧ୍ୟ ଲାଭ ମିଳିବ । ଅନେକ କାମରେ ସଫଳତା ମିଳିବ । ମନର ଇଚ୍ଛା ପୂରଣ ହେବ । ପ୍ରତ୍ୟେକ କ୍ଷେତ୍ରରେ ଗୋଟିଏ ପରେ ଗୋଟିଏ ସଫଳତା ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.